Add parallel Print Page Options

17 ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ। 18 ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମୋ'ଠାରୁ ଅଗ୍ନିରେ ଖାଣ୍ଟି ହୋଇଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତରେ ଧନୀ ହୋଇଯିବ। ମୁଁ ତୁମ୍ଭକୁ ଏହା କହୁଛି: ଧଳା ବସ୍ତ୍ର କିଣ। ତେବେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘୋଡ଼େଇ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖିରେ ଲଗାଇବା ପାଇଁ ମଧ୍ୟ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତରେ ଦେଖି ପାରିବ।

Read full chapter