Add parallel Print Page Options

ତୁମ୍ଭେମାନେ କ’ଣ ମନେ ରଖିଛ କି ଯେତେବେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତେବେଳେ ଯୀଶୁ ଖ୍ରୀଷ୍ଟଙ୍କର ଅଂଶ ହୋଇଗଲୁ। ଆମ୍ଭର ବାପ୍ତିଜିତ ହେବାରେ ଆମ୍ଭେ ତାହାଙ୍କର ମୃତ୍ୟୁର ମଧ୍ୟ ଭାଗୀଦାର ହେଲୁ।

Read full chapter