Add parallel Print Page Options

12 ତା'ପରେ ମୁଁ କହିଲି, “ଯଦି ତୁମ୍ଭେମାନେ ମୋତେ ମୋର ବେତନ ଦେବାକୁ ଇଚ୍ଛା କରୁଛ ତେବେ ଦିଅ, ନଚେତ୍ ସେଥିରୁ ନିବୃତ୍ତ ହୁଅ।” ତେଣୁ ସେମାନେ ମୋର ମଜୁରୀ ତିରିଶ୍ ରୌପ୍ୟ ମୁଦ୍ରା ଦେଲେ। 13 ତା'ପରେ ସଦାପ୍ରଭୁ ମୋତେ କହିଲେ, “ସେହି ମହତ ମୂଲ୍ୟକୁ ଫୋପାଡ଼ି ଦିଅ, କାରଣ ସେମାନେ ଆମ୍ଭର ମୂଲ୍ୟ ରାଜକୋଷ ମଧ୍ୟରୁ ନିରୂପଣ କଲେ।” ତେଣୁ ମୁଁ ସେହି ତିରି‌‌ଶ୍‌‌ଟି ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରେ ପକାଇ ଦେଲି।

Read full chapter