Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଯୋହନ ଲିଖିତ ସୁସମାଗ୍ଭର 10:7

ଯୀଶୁ ଉତ୍ତମ ମେଷପାଳକ

ତେଣୁ ଯୀଶୁ ଆଉଥରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ହେଉଛି ମେଷମାନଙ୍କ ଫାଟକ।

ଯୋହନ ଲିଖିତ ସୁସମାଗ୍ଭର 10:9-10

ମୁଁ ଫାଟକ। ଯେଉଁ ବ୍ୟକ୍ତି ମୋ’ (ଫାଟକ) ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ। ସେହି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା'ର ଯାହା ଦରକାର, ସେ ସବୁ ପାଇବ। 10 ଜଣେ ଗ୍ଭେର ଗ୍ଭେରି, ହତ୍ୟା ଓ ନଷ୍ଟ କରିବା ପାଇଁ ଆସେ। କିନ୍ତୁ ମୁଁ ସେମାନଙ୍କୁ ପୂର୍ଣ୍ଣ ଓ ଉତ୍ତମ ଜୀବନ ଦେବା ପାଇଁ ଆସିଛି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center