Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 2:8-11

ମେଷପାଳକମାନେ ଯୀଶୁଙ୍କ ଜନ୍ମ ଖବର ପାଇଲେ

ସେହି ରାତିରେ କେତେକ ମେଷପାଳକ ସେମାନଙ୍କର ମେଣ୍ଢାଗୁଡ଼ିକୁ ରାତିସାରା ପଦାରେ ଜଗି ରହିଥିଲେ। ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା। 10 ମେଷପାଳକମାନେ ଅତ୍ୟନ୍ତ ଭୟଭୀତ ହୋଇଗଲେ। ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମାଗ୍ଭର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦେବ। 11 କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center