Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 2:11-14

11 କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି। 12 ତୁମ୍ଭେମାନେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କେତ: “ତୁମ୍ଭେମାନେ ଗୋଟିଏ ଶିଶୁକୁ କନାରେ ଗୁଡ଼ାଇ ହୋଇ ଗୋରୁ କୁଣ୍ଡରେ ଶୋଇଥିବାର ଦେଖିବ।”

13 ସେହି ସମୟରେ ସ୍ୱର୍ଗରୁ ବହୁସଂଖ୍ୟାରେ ସ୍ୱର୍ଗଦୂତମାନେ ଆସି ସେହି ସ୍ୱର୍ଗଦୂତଙ୍କ ସହିତ ଯୋଗ ଦେଲେ। ସମସ୍ତ ସ୍ୱର୍ଗଦୂତ ଏହିପରି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ:

14 “ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ଜୟ ହେଉ,
    ଏବଂ ଏ ପୃଥିବୀରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center