Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ପିତରଙ୍କ ପ୍ରଥମ ପତ୍ର 1:15-16
15 ନିଜେ କରୁଥିବା ସମସ୍ତ କାମରେ, ପରମେଶ୍ୱର ଯେପରି ପବିତ୍ର, ସେହିପରି ପବିତ୍ର ହୁଅ। ପରମେଶ୍ୱର ହିଁ ତୁମ୍ଭକୁ ଆହ୍ୱାନ କରିଥିଲେ। 16 ଶାସ୍ତ୍ରରେ ଲେଖାଅଛି: “ପବିତ୍ର ହୁଅ, କାରଣ ମୁଁ ହେଉଛି ପବିତ୍ର।”(A)
Odia Holy Bible: Easy-to-Read Version (ERV-OR)
2010 by World Bible Translation Center