Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 22:37-39

37 ଯୀଶୁ କହିଲେ, “ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦେଇ ପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କରିବ।’ [a] 38 ଏହା ପ୍ରଥମ ଓ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶ। 39 ଦ୍ୱିତୀୟ ‘ଆଦେଶଟି ମଧ୍ୟ ପ୍ରଥମ ଆଦେଶ ଭଳି। ତାହା ହେଉଛି: ‘ତୁମ୍ଭେ ନିଜକୁ ଯେପରି ଭଲ ପାଅ, ଅନ୍ୟକୁ ମଧ୍ୟ ସେହିପରି ଭଲ ପାଅ।’ [b]

Odia Holy Bible: Easy-to-Read Version (ERV-OR)

2010 by World Bible Translation Center