Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଦ୍ୱିତୀୟ ବିବରଣ 7:9

“ତେଣୁ ମନେରଖ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର କେବଳ ଏକମାତ୍ର ପରମେଶ୍ୱର ଅଟନ୍ତି। ସେ ବିଶ୍ୱସ୍ତ ଅଟନ୍ତି। ସେ ତାଙ୍କର ନିୟମ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ପ୍ରେମ କରନ୍ତି ଓ ତାଙ୍କର ଆଜ୍ଞା ମାନନ୍ତି, ସଦାପ୍ରଭୁ ସେମାନଙ୍କ ଉପରେ କୃପା କରନ୍ତି। ଲୋକମାନଙ୍କ ପ୍ରତି ତାଙ୍କର କରୁଣା ଓ ତାଙ୍କର ଚୁକ୍ତି ପ୍ରତି ବିଶ୍ୱସନୀୟତା ସହସ୍ର ପୁରୁଷ ପର୍ଯ୍ୟନ୍ତ ଲାଗିରହେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center