Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ରୋମୀୟଙ୍କ ପ୍ରତି ପତ୍ର 10:9-10

ଯଦି ତୁମ୍ଭେ ନିଜ ମୁହଁରେ କୁହ, “ଯୀଶୁ ପ୍ରଭୁ ଅଟନ୍ତି,” ଓ ତୁମ୍ଭର ମନ ବିଶ୍ୱାସ କରେ ଯେ, ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ଉଠାଇ ଆଣିଥିଲେ; ତେବେ ତୁମ୍ଭେ ଉଦ୍ଧାର ପାଇଯିବ। 10 ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center