Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:55-57

55 ମୃତ୍ୟୁ ତୁମ୍ଭର ବିଜୟ କେଉଁଠାରେ ଅଛି?
    କବର ତୁମ୍ଭର ଆଘାତ କରିବା ଶକ୍ତି କେଉଁଠାରେ ଅଛି” (A)

56 ମୃତ୍ୟୁର ଆଘାତ କରିବା ହେଉଛି ପାପ। ପାପର ବଳ ହେଉଛି ବ୍ୟବସ୍ଥା। 57 କିନ୍ତୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ ଯେ, ସେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭକୁ ବିଜୟ ପ୍ରଦାନ କରନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center