Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
କଲସୀୟଙ୍କ ପ୍ରତି ପତ୍ର 1:27-28
27 ଏହି ମହାନ୍ ସତ୍ୟଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ୱର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ୟକୁ ନିଜ ଲୋକଙ୍କୁ ଜଣାଇ ଦେବା ପାଇଁ ସ୍ଥିର କଲେ। ଏହି ସତ୍ୟ ସ୍ୱୟଂ ତୁମ୍ଭମାନଙ୍କ ଭିତରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ୱରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା। 28 ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟରେ ଲୋକଙ୍କୁ କହି ଗ୍ଭଲିଛୁ। ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଉଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠାରେ ଆଧ୍ୟାତ୍ମିକ ଭାବରେ ପରିପୂର୍ଣ୍ଣ ହୋଇ ପରମେଶ୍ୱରଙ୍କ ଆଗରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center