Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ରୋମୀୟଙ୍କ ପ୍ରତି ପତ୍ର 8:1-2
ଆତ୍ମାରେ ଜୀବନ
8 ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନେ ଦେଷୀ ବୋଲି ବିଗ୍ଭରିତ ହୁଅନ୍ତି ନାହିଁ। 2 ମୁଁ ଦୋଷୀ ବୋଲି ବିଗ୍ଭରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆତ୍ମାର ବ୍ୟବସ୍ଥା ଜୀବନ ଦିଏ ଓ ତାହା ମୋତେ ମୁକ୍ତ କରିଛି। ପାପ ଓ ମୃତ୍ୟୁ ଆଣୁଥିବା ବ୍ୟବସ୍ଥାରୁ ଏହା ମୋତେ ମୁକ୍ତ କରିଛି।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center