Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ହିତୋପଦେଶ 31:10

ଉପଯୁକ୍ତ ସ୍ତ୍ରୀ

10 ଏହା ଅତ୍ୟନ୍ତ କଷ୍ଟ “ଏକ ଗୁଣବତୀ ସ୍ତ୍ରୀ ପାଇବା”
    ତା’ର ମୂଲ୍ୟ ମୁକ୍ତାଠାରୁ ଅଧିକ ମୂଲ୍ୟବାନ ଅଟେ।

ହିତୋପଦେଶ 31:27-28

27 ସେ କେବେ ଅଳସୁଆ ହୁଏ ନାହିଁ।
    ସେ ତା’ର ଗୃହର ପ୍ରତ୍ୟେକ ଦ୍ରବ୍ୟର ଯତ୍ନ ନିଏ।
28 ତା’ର ସନ୍ତାନମାନେ ତାକୁ ଧନ୍ୟ ବୋଲି କହନ୍ତି।
    ତା’ର ସ୍ୱାମୀ ତା’ର ପ୍ରଶଂସା କରେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center