Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯାକୁବଙ୍କ ପତ୍ର 3:17-18
17 କିନ୍ତୁ ପରମେଶ୍ୱରଙ୍କଠାରୁ ଆସିଥିବା “ଜ୍ଞାନ” ଏହିପରି: ପ୍ରଥମରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟରେ ପଡ଼ିଛନ୍ତି, ଏହି ଜ୍ଞାନ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ। 18 ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସେମାନେ ଧାର୍ମିକ ଜୀବନଯାପନ ଦ୍ୱାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center