Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:16-17

16 ସ୍ୱର୍ଗରୁ ପ୍ରଭୁ ନିଜେ ଓହ୍ଲାଇ ଆସିବେ। ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ହେବ। ମୁଖ୍ୟ ସ୍ୱର୍ଗଦୂତଙ୍କ ସ୍ୱର ଓ ପରମେଶ୍ୱରଙ୍କ ତୂରୀନାଦ ମାଧ୍ୟମରେ ଏହି ଆଦେଶ ଦିଆ ହେବ। ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଛନ୍ତି, ସେମାନେ ପ୍ରଥମରେ ପୁନରୁ‌ତ୍‌‌ଥିତ ହେବେ। 17 ତା’ପରେ ସେ ସମୟରେ ଆମ୍ଭେ ଜୀବିତ ଥିବା ଲୋକେ ମୃତଲୋକମାନଙ୍କ ସହିତ ଏକାଠି ରୁଣ୍ଡ ହେବା। ଆମ୍ଭକୁ ମେଘମାଳା ଭିତରକୁ ନିଆଯିବ ଓ ସେଠାରେ ବାୟୁମଣ୍ଡଳରେ ଆମ୍ଭେ ପ୍ରଭୁଙ୍କୁ ସାକ୍ଷାତ କରିବୁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center