Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଏଫିସୀୟଙ୍କ ପ୍ରତି ପତ୍ର 5:25-26
25 ହେ ପତିଗଣ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କରି ତା’ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ରେମ କର। 26 ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କରିଥିଲେ। ଯେପରି ସୁସାମାଗ୍ଭରର ବାକ୍ୟ ଓ ଜଳ ଦ୍ୱାରା ଧୌତ କରି ସଫା କରିବା ପରେ ସେ ପରମେଶ୍ୱରଙ୍କ କାର୍ଯ୍ୟ ମାଧ୍ୟମରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରି ପାରନ୍ତି।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center