Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଫିଲିପ୍ପୀୟଙ୍କ ପ୍ରତି ପତ୍ର 1:6
6 ପରମେଶ୍ୱର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ୟ ତାହା କରୁଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ଯ୍ୟନ୍ତ ସେ ସେହି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥିରେ ନିଶ୍ଚିତ ଅଟେ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center