Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯାକୁବଙ୍କ ପତ୍ର 1:21
21 ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରତ୍ୟେକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟରେ ବୁଣା ଯାଇଥିବା ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରି ପାରିବ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center