Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯୋହନଙ୍କ ପ୍ରଥମ ପତ୍ର 1:7
7 ପରମେଶ୍ୱର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ୟ ଆଲୋକରେ ବାସ କରିବା ଉଚିତ୍। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତେବେ ଆମ୍ଭେ ପରସ୍ପର ସହଭାଗୀ ହୋଇପାରିବା। ଯଦି ଆମ୍ଭେମାନେ ଆଲୋକରେ ରହୁ, ତେବେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center