Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଏବ୍ରୀ 12:1
ଆମ୍ଭେ ଯୀଶୁଙ୍କ ଉଦାହରଣ ଅନୁସରଣ କରିବା ଉଚିତ୍
12 ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center