Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 5:14

14 “ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ।

ମାଥିଉ ଲିଖିତ ସୁସମାଗ୍ଭର 5:16

16 ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center