Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯୋହନ ଲିଖିତ ସୁସମାଗ୍ଭର 1:12-13
12 କିନ୍ତୁ ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ ଏବଂ ତାହାଙ୍କ ଠାରେ ବିଶ୍ୱାସ କଲେ, ସେସମସ୍ତଙ୍କୁ ସେ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ। 13 ହଁ, ସେମାନେ ପରମେଶ୍ୱରଙ୍କ ସନ୍ତାନ ହେଲେ। ସେହି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଶାରୀରିକ ଭାବେ ଜନ୍ମ ହେଲେ ନାହିଁ କିମ୍ବା ପିତା-ମାତାଙ୍କର ଇଚ୍ଛା ଏବଂ ଯୋଜନା ଅନୁସାରେ ଜନ୍ମ ଗ୍ରହଣ କରି ନ ଥିଲେ, କିନ୍ତୁ ପରମେଶ୍ୱରଙ୍କ ନିଜେ ସେମାନଙ୍କୁ ଆପଣା ସନ୍ତାନ କଲେ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center