Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯୋହନ ଲିଖିତ ସୁସମାଗ୍ଭର 1:12-13
12 ଯେଉଁ ଅଳ୍ପ କେତେକ ଲୋକ ତାହାଙ୍କୁ ଗ୍ରହଣ କଲେ, ସେମାନେ ତାହାଙ୍କ ଉପରେ ବିଶ୍ୱାସ କଲେ। ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କଲେ, ସେ ସେମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ପ୍ରଦାନ କଲେ, 13 ସେହି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଜନ୍ମ ହେଲେ ନାହିଁ। ସେମାନେ ପିତା-ମାତାଙ୍କର ଇଚ୍ଛା କିମ୍ବା ଯୋଜନା ଅନୁସାରେ ଜନ୍ମ ଗ୍ରହଣ ନ କରି ପରମେଶ୍ୱରଙ୍କଠାରୁ ଜନ୍ମ ହୋଇଥିଲେ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center