Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 33:2-3
2 “ଯିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସେହି ସଦାପ୍ରଭୁ ଏହା କହନ୍ତି। 3 ‘ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷୟ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।’
Odia Holy Bible: Easy-to-Read Version (ERV-OR)
2010 by World Bible Translation Center