Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:19-20
19 ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ରଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ରଆତ୍ମା ଅନ୍ତରରେ ଅଛନ୍ତି। ପବିତ୍ରଆତ୍ମାଙ୍କୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ପାଇଛ। ତୁମ୍ଭେମାନେ ନିଜେ ନିଜର ନୁହଁ। 20 କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ମୂଲ୍ୟ ଦେଇ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ୟମରେ ପରମେଶ୍ୱରଙ୍କୁ ଗୌରବ ଦିଅ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center