Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଏଫିସୀୟଙ୍କ ପ୍ରତି ପତ୍ର 2:10
10 ଆମ୍ଭେ ଯାହା, ତାହା କେବଳ ପରମେଶ୍ୱରଙ୍କ ଦ୍ୱାରା ହୋଇଅଛୁ। ଆମ୍ଭେ ଯେପରି ଭଲ କାମ କରି ପାରୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧ୍ୟରେ ନୂତନ ବ୍ୟକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ୟ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସେହି ଭଲକାମ କରି ଜୀବନଯାପନ କରିବା।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center