Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:14
ଲାଅଦିକୀଆ ମଣ୍ଡଳୀକୁ ଯୀଶୁଙ୍କର ପତ୍ର
14 “ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ:
“ଯେ ଏହିସବୁ ତୁମ୍ଭକୁ କହୁଛନ୍ତି, ସେ ଆମେନ୍ [a] ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ ଅଟନ୍ତି। ପରମେଶ୍ୱର ସୃଷ୍ଟି କରିଥିବା ସମସ୍ତ ବିଷୟର ଶାସକ। ସେ ଏହି କଥା କହନ୍ତି:
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:20
20 ଦେଖ, ମୁଁ ଏଠାରେ ଅଛି ଓ ଦ୍ୱାର ପାଖରେ ଠିଆ ହୋଇ ଆଘାତ କରୁଛି। ଯଦି ଜଣେ ଲୋକ ମୋ’ ସ୍ୱର ଶୁଣେ ଓ ଦ୍ୱାର ଫିଟାଏ, ତେବେ ମୁଁ ଭିତରକୁ ଆସି ସେହି ଲୋକ ସହିତ ଖାଇବି। ସେ ଲୋକ ମଧ୍ୟ ମୋ’ ସହିତ ଖାଦ୍ୟ ଖାଇବ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center