Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ରୋମୀୟଙ୍କ ପ୍ରତି ପତ୍ର 12:4-5
4 ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡ଼ିକ ଏକା ଭଳି କାମ କରନ୍ତି ନାହିଁ। 5 ସେହିଭଳି ଆମ୍ଭେ ସଂଖ୍ୟାରେ ଅନେକ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭେ ଏକ ଶରୀରର ବିଭିନ୍ନ ଅଙ୍ଗ ଭଳି ଆମ୍ଭେ ପ୍ରତ୍ୟେକ ଅନ୍ୟର ପରିପୂରକ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center