Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
କଲସୀୟଙ୍କ ପ୍ରତି ପତ୍ର 1:28
28 ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟରେ ଲୋକଙ୍କୁ କହି ଗ୍ଭଲିଛୁ। ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଉଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠାରେ ଆଧ୍ୟାତ୍ମିକ ଭାବରେ ପରିପୂର୍ଣ୍ଣ ହୋଇ ପରମେଶ୍ୱରଙ୍କ ଆଗରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center