Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 46:4
4 ତୁମ୍ଭର ଜନ୍ମ ସମୟରେ ଆମ୍ଭେ ବହନ କରିଥିଲୁ। ପୁଣି ବାର୍ଦ୍ଧକ୍ୟ ପର୍ଯ୍ୟନ୍ତ ତୁମ୍ଭକୁ ବହନ କରିବୁ। ପକ୍ୱକେଶ ହେବା ପର୍ଯ୍ୟନ୍ତ ଆମ୍ଭେ ବହନ କରିବୁ। କାରଣ ଆମ୍ଭେ ତୁମ୍ଭକୁ ସୃଷ୍ଟି କରିଅଛୁ। ତେଣୁ ଆମ୍ଭେ ବହନ କରିବା ଓ ତୁମ୍ଭକୁ ଉଦ୍ଧାର କରିବା।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center