Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଫିଲିପ୍ପୀୟଙ୍କ ପ୍ରତି ପତ୍ର 2:3-4
3 ସ୍ୱାର୍ଥପରତା ଓ ଗର୍ବ ହେତୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ। 4 କେବଳ ନିଜ ଜୀବନ ବିଷୟରେ ଆଗ୍ରହୀ ନ ହୋଇ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟରେ ମଧ୍ୟ ଆଗ୍ରହୀ ହୁଅ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center