Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ରୋମୀୟଙ୍କ ପ୍ରତି ପତ୍ର 5:3-4

ଆମ୍ଭେମାନେ ଆମ୍ଭର କ୍ଳେଶଗୁଡ଼ିକ ଥାଇ ମଧ୍ୟ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ଧୈର୍ଯ୍ୟବାନ କରାଏ। ଏହି ଧୈର୍ଯ୍ୟ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center