Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯୋହନଙ୍କ ପ୍ରଥମ ପତ୍ର 2:1
ଯୀଶୁ ଆମ୍ଭମାନଙ୍କର ସହାୟକ
2 ମୋର ପ୍ରିୟ ପିଲାମାନେ, ମୁଁ ଏହିସବୁ ତୁମ୍ଭମାନଙ୍କୁ ଲେଖୁଅଛି ଯେପରି, ତୁମ୍ଭେମାନେ ପାପ ନ କର। କିନ୍ତୁ ଯଦି କେହି ପାପ କରେ, ଆମ୍ଭର ଯୀଶୁ ଖ୍ରୀଷ୍ଟ ଯିଏ କି ଧାର୍ମିକ ଓ ଯିଏ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ସପକ୍ଷବାଦୀ; ସେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center