Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଏବ୍ରୀ 10:30-31

30 ଆମ୍ଭେ ଜାଣୁ ଯେ, ପରମେଶ୍ୱର କହିଥିଲେ: “ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦେବି, ମୁଁ ତାହାଙ୍କୁ ପ୍ରତିଦାନ ଦେବି।”(A) ପରମେଶ୍ୱର ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ତାହାଙ୍କ ଲୋକଙ୍କର ବିଗ୍ଭର କରିବେ।”(B) 31 ଜୀବିତ ପରମେଶ୍ୱରଙ୍କ ହାତରେ ଜଣେ ପାପୀ ପଡ଼ିଯିବା, ଗୋଟିଏ ଭୟଙ୍କର କଥା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center