Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଫିଲିପ୍ପୀୟଙ୍କ ପ୍ରତି ପତ୍ର 1:9-10
9 ତୁମ୍ଭମାନଙ୍କ ପାଇଁ ମୋର ପ୍ରାର୍ଥନା ଏହି ଯେ:
ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକ ବୃଦ୍ଧି ପାଉ; ତୁମ୍ଭମାନଙ୍କର ପ୍ରେମ ଦ୍ୱାରା ତୁମ୍ଭେ ଜ୍ଞାନ ଓ ବୋଧଶକ୍ତି ପ୍ରାପ୍ତ ହୁଅ; 10 ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ୟ ଦେଖି ପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ୟ ହେବ;
Odia Holy Bible: Easy-to-Read Version (ERV-OR)
2010 by World Bible Translation Center