Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଏଫିସୀୟଙ୍କ ପ୍ରତି ପତ୍ର 2:8-9
8 ତୁମ୍ଭେ ସେହି ଅନୁଗ୍ରହ ତୁମ୍ଭର ବିଶ୍ୱାସ ବଳରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ୱରଙ୍କ ଦାନ। 9 ତୁମ୍ଭେ ନିଜ କର୍ମ ଦ୍ୱାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center