Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ପିତରଙ୍କ ପ୍ରଥମ ପତ୍ର 1:3

ଯୀଶୁଙ୍କ ଜୀବନ୍ତ ଭରସା

ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱର ଧନ୍ୟ ହେଉନ୍ତୁ। ପରମେଶ୍ୱରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ୱାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦେଇଛନ୍ତି। ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେବା ଦ୍ୱାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦେଇଛି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center