Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଏଫିସୀୟଙ୍କ ପ୍ରତି ପତ୍ର 5:19-20
19 ସ୍ତୁତି, ଭଜନ, ଆଧ୍ୟାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁମ୍ଭେମାନେ ଆପଣାର ସମ୍ପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ। 20 ପ୍ରତ୍ୟେକ କଥା ପାଇଁ ପରମପିତା ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କର।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center