Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଏଫିସୀୟଙ୍କ ପ୍ରତି ପତ୍ର 1:18

18 ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା’ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center