Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:1-2
ପରମେଶ୍ୱର ଗ୍ଭହାନ୍ତି ଆମେ ପ୍ରତେକଙ୍କ ପାଇଁ ପ୍ରାର୍ଥନା କରୁ
2 ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ୱରଙ୍କୁ କୁହ। ଲୋକମାନଙ୍କର ଆବଶ୍ୟକତା ପାଇଁ ତାହାଙ୍କୁ କୁହ ଓ ଧନ୍ୟବାଦ ଦିଅ। 2 ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ୍। ତେବେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ୱରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତେଇ ପାରିବା।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center