Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
କଲସୀୟଙ୍କ ପ୍ରତି ପତ୍ର 1:9

ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ:

ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ;

Odia Holy Bible: Easy-to-Read Version (ERV-OR)

2010 by World Bible Translation Center