Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:4-5
ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତି
4 ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାଶେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। 5 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ସମସ୍ତ ବିଷୟରେ ଆଶୀର୍ବାଦ ପାଇଅଛ। ତୁମ୍ଭେମାନେ ସମସ୍ତ କଥା ଓ ସମସ୍ତ ଜ୍ଞାନରେ ଖ୍ରୀଷ୍ଟ ଯୀଶୁଙ୍କ ଆଶୀର୍ବାଦରେ ପୂର୍ଣ୍ଣତା ଲାଭ କରିଛ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center