Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ପିତରଙ୍କ ଦ୍ୱିତୀୟ ପତ୍ର 3:10-11

10 କିନ୍ତୁ ଗ୍ଭେର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରତ୍ୟେକଙ୍କୁ ଆଶ୍ଚର୍ଯ୍ୟ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ୟ ହୋଇଯିବ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନିରେ ଧ୍ୱଂସ ହୋଇଯିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳିଯିବ। 11 ମୁଁ କହିଲା ଭଳି, ଏପରି ଭାବରେ ସବୁକିଛି ନଷ୍ଟ ହୋଇଯିବ। ଅତଏବ, ତୁମ୍ଭେ କିପରି ଲୋକ ହେବା ଉଚିତ୍? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ୱରଙ୍କ ସେବା କରିବା ଉଚିତ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center