Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯୋହନ ଲିଖିତ ସୁସମାଗ୍ଭର 1:1-2
ଯୀଶୁଙ୍କର ଜଗତରେ ଆବିର୍ଭାବ
1 ଜଗତ ଆରମ୍ଭର ପୂର୍ବରୁ ବାକ୍ୟ [a] ଥିଲେ। ସେହି ବାକ୍ୟ ପରମେଶ୍ୱରଙ୍କ ସହିତ ଥିଲେ। ସେହି ବାକ୍ୟ ପରମେଶ୍ୱର ଥିଲେ। 2 ସେହି ବାକ୍ୟ ଆରମ୍ଭରୁ ପରମେଶ୍ୱରଙ୍କ ସହିତ ଥିଲେ।
ଯୋହନ ଲିଖିତ ସୁସମାଗ୍ଭର 1:14
14 ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସେହି ବାକ୍ୟ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center