Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଏବ୍ରୀ 1:1-2

ପରମେଶ୍ୱର ନିଜ ପୁତ୍ର ମାଧ୍ୟମରେ କଥା କହିଛନ୍ତି

ଅତୀତରେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ମାଧ୍ୟମରେ କଥା କହିଥିଲେ। କିନ୍ତୁ ଏହି ଶେଷ ସମୟରେ ପରମେଶ୍ୱର ଆପଣା ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ୱାରା ସାରା ବିଶ୍ୱ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସେହି ପୁତ୍ର ପରମେଶ୍ୱରଙ୍କ ମହିମା ପ୍ରକାଶ କରନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center