Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯୋହନ ଲିଖିତ ସୁସମାଗ୍ଭର 10:14-15
14 “ମୁଁ ମେଷପାଳକ ଯିଏ କି ମେଷମାନଙ୍କର ଯତ୍ନ ନିଏ। ମୁଁ ମୋର ମେଣ୍ଢାକୁ ଜାଣେ ଯେପରି, ପରମପିତା ମୋତେ ଜାଣନ୍ତି। 15 ମୁଁ ଯେପରି ପରମପିତାଙ୍କୁ ଜାଣେ, ସେହିପରି ମୋର ମେଷମାନେ ମୋତେ ଜାଣନ୍ତି। ମୁଁ ଏ ମେଷମାନଙ୍କ ପାଇଁ ଜୀବନ ଦିଏ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center