Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ମାଥିଉ ଲିଖିତ ସୁସମାଗ୍ଭର 2:4-6
4 ହେରୋଦ ଯିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସେମାନଙ୍କୁ ପଗ୍ଭରିଲେ, ଖ୍ରୀଷ୍ଟ କେଉଁଠାରେ ଜନ୍ମ ହେବେ? 5 ସେମାନେ କହିଲେ, “ଯିହୂଦା ପ୍ରଦେଶର ବେଥ୍ଲେହିମ ନଗରରେ। ଭବିଷ୍ୟଦ୍ବକ୍ତାଙ୍କ ଶାସ୍ତ୍ରରେ ଏସମ୍ପର୍କରେ ଲେଖିଛନ୍ତି:
6 ‘ହେ ଯିହୂଦା ପ୍ରଦେଶର ବେଥ୍ଲେହିମ!
ଯିହୂଦାର ଶାସକମାନଙ୍କ ଭିତରେ ତୁମ୍ଭେ ମହାନ।
ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହେବ,
ଏବଂ ସେହି ଶାସକ ମୋର ଲୋକମାନଙ୍କୁ ଇସ୍ରାଏଲକୁ କଢ଼ାଇନେବେ।’” (A)
Odia Holy Bible: Easy-to-Read Version (ERV-OR)
2010 by World Bible Translation Center