Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଲୂକ ଲିଖିତ ସୁସମାଗ୍ଭର 2:1
ଯୀଶୁଙ୍କ ଜନ୍ମ(A)
2 ସେହି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଶର ଲୋକମାନଙ୍କ ଉଦ୍ଦେଶ୍ୟରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘୋଷଣା କରାଗଲା। ଆଜ୍ଞାଟି କୁହେ ଯେ, ସମସ୍ତେ ଜନଗଣନା ପାଇଁ ନିଜ ନିଜ ନାମର ପଞ୍ଜୀକରଣ କରିବେ।
ଲୂକ ଲିଖିତ ସୁସମାଗ୍ଭର 2:4-5
4 ଯୋଷେଫ ଦାଉଦଙ୍କ ବଂଶର ହୋଇଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥ୍ଲେହିମକୁ ଗଲେ। ବେଥ୍ଲେହିମ ନଗର ଦାଉଦଙ୍କ ନଗର ନାମରେ ପରିଚିତ ଥିଲା। 5 ଯୋଷେଫ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ମରିୟମ ସେତେବେଳେ ଗର୍ଭବତୀ ଥିଲେ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center