Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଲୂକ ଲିଖିତ ସୁସମାଗ୍ଭର 2:6-7
6 ଯୋଷେଫ ଓ ମରିୟମ ବେଥ୍ଲେହିମରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା। 7 ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେମାନେ ରହିବାକୁ ଚଟିଘରେ ଆଉ ଜାଗା ନ ଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟାରେ ଗୁଡ଼ାଇ ଗୁହାଳରେ ଗୋରୁ କୁଣ୍ଡରେ ରଖିଦେଲେ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center